1 Samuel 7:13 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟମାନେ ପରାସ୍ତ ହେଲେ। ସମାନେେ ପକ୍ସ୍ଟଣି ଇଶ୍ରାୟେଲ ରେ ପ୍ରବେଶ କଲେ ନାହିଁ। ସଦାପ୍ରଭୁ ଶାମୁୟେଲଙ୍କ ଅବଶିଷ୍ଟ ଜୀବନ କାଳ ରେ ପଲେଷ୍ଟୀୟଙ୍କ ବିରକ୍ସ୍ଟଦ୍ଧ ରେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟ-ମାନଙ୍କର ପ୍ରତିକୂଳ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ପରାସ୍ତ ହେଲେ। ସେମାନେ ପୁଣି ଇସ୍ରାଏଲରେ ପ୍ରବେଶ କଲେ ନାହିଁ। ସଦାପ୍ରଭୁ ଶାମୁୟେଲଙ୍କ ଅବଶିଷ୍ଟ ଜୀବନ କାଳରେ ପଲେଷ୍ଟୀୟଙ୍କ ବିରୁଦ୍ଧରେ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ପଲେଷ୍ଟୀୟମାନେ ବଶୀଭୂତ ହୋଇ ଇସ୍ରାଏଲର ଅଞ୍ଚଳ ମଧ୍ୟକୁ ଆଉ ଆସିଲେ ନାହିଁ; ପୁଣି, ଶାମୁୟେଲଙ୍କର ଯାବଜ୍ଜୀବନ ସଦାପ୍ରଭୁଙ୍କ ହସ୍ତ ପଲେଷ୍ଟୀୟମାନଙ୍କର ପ୍ରତିକୂଳ ହେଲା।