1 Samuel 7:14 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟମାନେ ଇଶ୍ରାୟେଲଠାରକ୍ସ୍ଟ ଇକ୍ରୋଣଠାରକ୍ସ୍ଟ ଗାଥ୍ ପର୍ୟ୍ଯନ୍ତ ସହର ଛଡାଇ ନଇେଥିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ । ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟ-ମାନଙ୍କ ମଧ୍ୟରେ ସନ୍ଧି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଇସ୍ରାଏଲର ଇକ୍ରୋଣଠାରୁ ଗାଥ୍ ପର୍ଯ୍ୟନ୍ତ ସହର ଛଡ଼ାଇ ନେଇଥିଲେ? କିନ୍ତୁ ଇସ୍ରାଏଲୀୟମାନେ ସେହି ସହରଗୁଡ଼ିକୁ ଫେରାଇ ନେଲେ। ଇସ୍ରାଏଲ ଓ ଇମୋରୀୟମାନଙ୍କ ମଧ୍ୟରେ ଶାନ୍ତି ପ୍ରତିଷ୍ଠା ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ। ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟମାନଙ୍କ ମଧ୍ୟରେ ସନ୍ଧି ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ପଲେଷ୍ଟୀୟମାନେ ଇସ୍ରାଏଲଠାରୁ ଯେସମସ୍ତ ନଗର ହରଣ କରିଥିଲେ, ଇକ୍ରୋଣଠାରୁ ଗାଥ୍ ପର୍ଯ୍ୟନ୍ତ ସେସମସ୍ତ ଇସ୍ରାଏଲକୁ ଫେରାଇ ଦିଆଗଲା; ପୁଣି, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ହସ୍ତରୁ ତହିଁର ସୀମା ଉଦ୍ଧାର କଲେ। ଏଉତ୍ତାରେ ଇସ୍ରାଏଲ ଓ ଇମୋରୀୟ-ମାନଙ୍କ ମଧ୍ୟରେ ସନ୍ଧି ହେଲା।