1 Samuel 7:16 — Compare Translations

5 translations compared side by side

Odia - 1840
"ସେ ପ୍ରତିବର୍ଷ ଦେଶର ଚତକ୍ସ୍ଟର୍ଦ୍ଦିଗ ୟାତ୍ରା କରନ୍ତି। ସେ ବୈଥେଲ୍, ଗିଲ୍ଗିଲ୍ ଓ ମିସଫୀ ପ୍ରଭକ୍ସ୍ଟତି ସ୍ଥାନକକ୍ସ୍ଟ ୟାତ୍ରା କଲେ। ସେ ଲୋକଙ୍କକ୍ସ୍ଟ ଅନକ୍ସ୍ଟଧ୍ଯାନ କରି ଶାସନ ଚଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପ୍ରତି ବର୍ଷ ବୈଥେଲ୍ ଓ ଗିଲ୍ଗଲ୍ ଓ ମିସ୍ପୀରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପ୍ରତି ବର୍ଷ ଦେଶର ଚତୁର୍ଦ୍ଦିଗ ଯାତ୍ରା କରନ୍ତି। ସେ ବୈଥେଲ୍, ଗି‌ଲ୍‌ଗଲ୍ ଓ ମି‌ସ୍‌ପୀ ପ୍ରଭୃତି ସ୍ଥାନକୁ ଯାତ୍ରା କଲେ। ସେ ଲୋକଙ୍କୁ ଅନୁଧ୍ୟାନ କରି ଶାସନ ଚଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପ୍ରତି ବର୍ଷ ବେଥେଲ୍‍ ଓ ଗିଲ୍‍ଗଲ୍‍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ପ୍ରତି ବର୍ଷ ବେଥେଲ୍‍ ଓ ଗିଲ୍‍ଗଲ୍‍ ଓ ମିସ୍ପାରେ ଭ୍ରମଣ କରି ସେସବୁ ସ୍ଥାନରେ ଇସ୍ରାଏଲର ବିଚାର କରୁଥିଲେ।