1 Samuel 7:17 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ଘର ରାମା, ତେଣୁ ସେ ସଠାେକକ୍ସ୍ଟ ଫରେି ଆସକ୍ସ୍ଟଥିଲେ। ସେ ରାମାଠାରକ୍ସ୍ଟ ଲୋକଙ୍କକ୍ସ୍ଟ ଅନକ୍ସ୍ଟଧ୍ଯାନ କରୁଥିଲେ ଓ ସଠାେରକ୍ସ୍ଟ ଶାସନ କରୁଥିଲେ। ତେଣୁ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କ ପାଇଁ ରାମା ରେ ୟଜ୍ଞବଦେୀ ନିର୍ମାଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ-ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲଙ୍କ ଘର ରାମାରେ, ତେଣୁ ସେ ସେଠାକୁ ଫେରି ଆସୁଥିଲେ। ସେ ରାମାଠାରୁ ଲୋକଙ୍କୁ ଅନୁଧ୍ୟାନ କରୁଥିଲେ ଓ ସେଠାରୁ ଶାସନ କରୁଥିଲେ। ତେଣୁ ଶାମୁୟେଲ ସଦାପ୍ରଭୁଙ୍କ ପାଇଁ ରାମାରେ ଯଜ୍ଞବେଦି ନିର୍ମାଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ-ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।