1 Samuel 7:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ସିନ୍ଦକ୍ସ୍ଟକ କିରିଯଥ୍-ୟିଯାରୀମ ରେ କୋଡିଏ ବର୍ଷ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିନ୍ଦୁକ କିରୀୟଥ୍-ଯିୟାରୀମରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ-ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍ ବିଳାପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ସିନ୍ଦୁକ କିରିୟଥ୍-ଯିୟାରୀମରେ କୋଡ଼ିଏ ବର୍ଷ ରହିଲା। ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ରକ୍ଷା କଲେ ଇସ୍ରାଏଲର ସମସ୍ତ ଲୋକମାନେ ପୁନର୍ବାର ସଦାପ୍ରଭୁଙ୍କୁ ଅନୁସରଣ କରିବା ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିନ୍ଦୁକ କିରୀୟଥ୍-ଯିୟାରୀମ୍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍ ବିଳାପ କଲେ।
Odia IRV 2017 (ଓଡିଆ ବାଇବେଲ)
ସିନ୍ଦୁକ କିରୀୟଥ୍-ଯିୟାରୀମ୍ରେ ବାସ କରିବା ଦିନାବଧି ଦୀର୍ଘ କାଳ, ଅର୍ଥାତ୍, କୋଡ଼ିଏ ବର୍ଷ ଗତ ହେଲା; ଏଥିରେ ସମୁଦାୟ ଇସ୍ରାଏଲ-ବଂଶ ସଦାପ୍ରଭୁଙ୍କ ପଶ୍ଚାତ୍ ବିଳାପ କଲେ।