1 Samuel 7:3 — Compare Translations
5 translations compared side by side
Odia - 1840
"ତା'ପରେ ଶାମକ୍ସ୍ଟଯଲେ ଇଶ୍ରାୟେଲୀୟମାନଙ୍କୁ କହିଲେ, ପ୍ରକୃତ ରେ ତୁମ୍ଭମାନେେ ଯଦି ହୃଦଯର ସହିତ ସଦାପ୍ରଭୁଙ୍କ ପାଖକକ୍ସ୍ଟ ପ୍ରତ୍ଯାବର୍ତ୍ତନ କରିଛ, ତବେେ ତୁମ୍ଭମାନେେ ବିଦେଶୀ ପ୍ରତିମାଗୁଡିକୁ ଓ ଅଷ୍ଟାରୋତ ପ୍ରତିମା ଫିଙ୍ଗିଦିଅ। ତୁମ୍ଭମାନେେ ସଦାପ୍ରଭୁଙ୍କ ନିକଟରେ ସମର୍ପଣ କର ଓ କବଳେ ତାଙ୍କୁ ହିଁ ସବୋ କର। ସଦାପ୍ରଭୁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ-ବଂଶକୁ କହିଲେ, ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାମୁୟେଲ ଇସ୍ରାଏଲୀୟମାନଙ୍କୁ କହିଲେ, “ପ୍ରକୃତରେ ତୁମ୍ଭେମାନେ ଯଦି ହୃଦୟର ସହିତ ସଦାପ୍ରଭୁଙ୍କ ପାଖକୁ ପ୍ରତ୍ୟାବର୍ତ୍ତନ କରିଛ, ତେବେ ତୁମ୍ଭେମାନେ ବିଦେଶୀ ପ୍ରତିମାଗୁଡ଼ିକୁ ଓ ଅଷ୍ଟାରୋତ ପ୍ରତିମା ଫିଙ୍ଗିଦିଅ। ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ସମର୍ପଣ କର ଓ କେବଳ ତାଙ୍କୁ ହିଁ ସେବା କର। ସଦାପ୍ରଭୁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କଠାରୁ ରକ୍ଷା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ-ବଂଶକୁ କହିଲେ, ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।