1 Samuel 7:4 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟମାନେ ସମାନଙ୍କେର ବାଲ୍ ଓ ଅଷ୍ଟାରୋତ ପ୍ରତିମୂର୍ତ୍ତିକକ୍ସ୍ଟ ଫିଙ୍ଗି ଦେଲେ। ସମାନେେ କବଳେ ସଦାପ୍ରଭୁଙ୍କର ସବୋ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଇସ୍ରାଏଲ-ସନ୍ତାନଗଣ ବାଲ୍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ସେମାନଙ୍କର ବାଲ୍ ଓ ଅଷ୍ଟାରୋତ ପ୍ରତିମୂର୍ତ୍ତିକୁ ଫିଙ୍ଗି ଦେଲେ। ସେମାନେ କେବଳ ସଦାପ୍ରଭୁଙ୍କର ସେବା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଇସ୍ରାଏଲ-ସନ୍ତାନଗଣ ବାଲ୍‍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଇସ୍ରାଏଲ ସନ୍ତାନଗଣ ବାଲ୍‍-ଦେବତାମାନଙ୍କୁ ଓ ଅଷ୍ଟାରୋତ୍‍ ଦେବୀଗଣକୁ ଦୂର କଲେ ଓ କେବଳ ସଦାପ୍ରଭୁଙ୍କୁ ସେବା କଲେ।