1 Samuel 7:5 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ କହିଲେ, ଇଶ୍ରାୟେଲୀୟମାନେ ତୁମ୍ଭମାନେେ ସମସ୍ତେ ମିସପୀ ରେ ମିଳିତ ହକ୍ସ୍ଟଅ। ମୁ ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାମୁୟେଲ କହିଲେ, ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପୀରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ କହିଲେ, “ଇସ୍ରାଏଲୀୟମାନେ ତୁମ୍ଭେମାନେ ସମସ୍ତେ ମି‌ସ୍‌ପୀରେ ମିଳିତ ହୁଅ। ମୁଁ ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପାରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମୁୟେଲ କହିଲେ, ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପାରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି।