1 Samuel 7:6 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟମାନେ ମିସପୀ ରେ ମିଳିତ ହେଲେ ଏବଂ ପାଣି ଆଣିଲେ ଏବଂ ସଦାପ୍ରଭୁଙ୍କ ଆଗ ରେ ତାହା ଢାଳିଲେ। ସମାନେେ ସହେିଦିନ ଉପବାସ ପାଳନ କଲେ। ସମାନେେ କହିଲେ, ଆମ୍ଭମାନେେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରୁଛକ୍ସ୍ଟ। ଶାମକ୍ସ୍ଟଯଲେ ମିସପୀ ରେ ଇଶ୍ରାୟେଲୀୟମାନଙ୍କର ବିଗ୍ଭର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ମିସ୍ପୀରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହିଦିନ ଉପବାସ କରି ସେହିଠାରେ କହିଲେ, ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ⇧ । ଏଉତ୍ତାରେ ଶାମୁୟେଲ ମିସ୍ପୀରେ ଇସ୍ରାଏଲ-ସନ୍ତାନଗଣର ବିଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ମିସ୍ପୀରେ ମିଳିତ ହେଲେ ଏବଂ ପାଣି ଆଣିଲେ ଏବଂ ସଦାପ୍ରଭୁଙ୍କ ଆଗରେ ତାହା ଢାଳିଲେ। ସେମାନେ ସେହି ଦିନ ଉପବାସ ପାଳନ କଲେ। ସେମାନେ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛୁ।” ଶାମୁୟେଲ ମିସ୍ପୀରେ ଇସ୍ରାଏଲୀୟମାନଙ୍କର ବିଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ମିସ୍ପାରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହି ଦିନ ଉପବାସ କରି ସେହିଠାରେ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ।” ଏଉତ୍ତାରେ ଶାମୁୟେଲ ମିସ୍ପାରେ ଇସ୍ରାଏଲ-ସନ୍ତାନଗଣର ବିଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ମିସ୍ପାରେ ଏକତ୍ରିତ ହୋଇ ଜଳ କାଢ଼ିଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଢାଳି ସେହିଦିନ ଉପବାସ କରି ସେହିଠାରେ କହିଲେ, ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଏଉତ୍ତାରେ ଶାମୁୟେଲ ମିସ୍ପାରେ ଇସ୍ରାଏଲ ସନ୍ତାନଗଣର ବିଚାର କଲେ।