1 Samuel 7:8 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟମାନେ ଶାମୁୟେଲଙ୍କୁ କହିଲେ, ଆମ୍ଭମାନଙ୍କ ପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ନିକଟରେ ପ୍ରାର୍ଥନା ବନ୍ଦ କର ନାହିଁ, ପଲେଷ୍ଟୀୟଙ୍କ କବଳରକ୍ସ୍ଟ ଆମକକ୍ସ୍ଟ ରକ୍ଷା କରିବାକୁ ପରମେଶଓରଙ୍କୁ ଗକ୍ସ୍ଟହାରି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ଶାମୁୟେଲଙ୍କୁ କହିଲେ, “ଆମ୍ଭମାନଙ୍କ ପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ବନ୍ଦ କର ନାହିଁ, ପଲେଷ୍ଟୀୟଙ୍କ କବଳରୁ ଆମକୁ ରକ୍ଷା କରିବାକୁ ପରମେଶ୍ୱରଙ୍କୁ ଗୁହାରି କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ସନ୍ତାନଗଣ ଶାମୁୟେଲଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କରିବେ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ତାହାଙ୍କ ଛାମୁରେ କ୍ରନ୍ଦନ କରିବାରୁ ନିରସ୍ତ ନ ହୁଅ।