1 Samuel 7:9 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ ଗୋଟିଏ ମେଣ୍ତାଛକ୍ସ୍ଟଆ ନେଲେ ଏବଂ ସଦାପ୍ରଭୁଙ୍କୁ ସଐର୍ଣ୍ଣ ହାମବେଳି ରୂପେ ଏହା ଉତ୍ସର୍ଗ କଲେ। ଶାମକ୍ସ୍ଟଯଲେ ଇଶ୍ରାୟେଲୀୟମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ସଦାପ୍ରଭୁ ଶାମୁୟେଲଙ୍କ ପ୍ରାର୍ଥନାର ଉତ୍ତର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଗୋଟିଏ ମେଣ୍ଢାଛୁଆ ନେଲେ ଏବଂ ସଦାପ୍ରଭୁଙ୍କୁ ସମ୍ପୂର୍ଣ୍ଣ ହୋମବଳି ରୂପେ ଏହା ଉତ୍ସର୍ଗ କଲେ। ଶାମୁୟେଲ ଇସ୍ରାଏଲୀୟମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। ସଦାପ୍ରଭୁ ଶାମୁୟେଲଙ୍କ ପ୍ରାର୍ଥନାର ଉତ୍ତର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ।