1 Samuel 8:1 — Compare Translations

5 translations compared side by side

Odia - 1840
"ଯେତବେେଳେ ଶାମକ୍ସ୍ଟଯଲେ ବୃଦ୍ଧ ବଯସ ରେ ଉପନୀତ ହେଲେ, ସେ ତାଙ୍କ ପକ୍ସ୍ଟତ୍ରମାନଙ୍କୁ ଇଶ୍ରାୟେଲୀୟମାନଙ୍କ ନତେୃତ୍ବ ନବୋ ପାଇଁ ଓ ବିଗ୍ଭର କରିବା ପାଇଁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନଙ୍କ ରାଜାପାଇଁ ପ୍ରାର୍ଥନା ଯେତେବେଳେ ଶାମୁୟେଲ ବୃଦ୍ଧ ବୟସରେ ଉପନୀତ ହେଲେ, ସେ ତାଙ୍କ ପୁତ୍ରମାନଙ୍କୁ ଇସ୍ରାଏଲୀୟମାନଙ୍କ ନେତୃତ୍ୱ ନେବା ପାଇଁ ଓ ବିଗ୍ଭର କରିବା ପାଇଁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମୁୟେଲ ବୃଦ୍ଧ ହୁଅନ୍ତେ, ଆପଣା ପୁତ୍ରମାନଙ୍କୁ ଇସ୍ରାଏଲ ଉପରେ ବିଚାରକର୍ତ୍ତା କଲେ।