1 Samuel 8:10 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନେ ରାଜା ଗ୍ଭହଁକ୍ସ୍ଟଥିଲେ, ଶାମକ୍ସ୍ଟଯଲେ ସମାନଙ୍କେୁ ସଦାପ୍ରଭୁଙ୍କ ବାଣୀ ଶକ୍ସ୍ଟଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯେଉଁମାନେ ଶାମୁୟେଲଙ୍କୁ ରାଜା ମାଗିଥିଲେ, ସେହି ଲୋକମାନଙ୍କୁ ସେ ସଦାପ୍ରଭୁଙ୍କର ସମସ୍ତ କଥା ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ରାଜା ଗ୍ଭହୁଁଥିଲେ, ଶାମୁୟେଲ ସେମାନଙ୍କୁ ସଦାପ୍ରଭୁଙ୍କ ବାଣୀ ଶୁଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯେଉଁମାନେ ଶାମୁୟେଲଙ୍କୁ ରାଜା ମାଗିଥିଲେ, ସେହି ଲୋକମାନଙ୍କୁ ସେ ସଦାପ୍ରଭୁଙ୍କର ସମସ୍ତ କଥା ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯେଉଁମାନେ ଶାମୁୟେଲଙ୍କୁ ରାଜା ମାଗିଥିଲେ, ସେହି ଲୋକମାନଙ୍କୁ ସେ ସଦାପ୍ରଭୁଙ୍କର ସମସ୍ତ କଥା ଜଣାଇଲେ।
Recommended Reading