1 Samuel 8:11 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ କହିଲେ, ତକ୍ସ୍ଟମ୍ଭ ଉପରେ ୟିଏ ରାଜତ୍ବ କରିବ, ସେ ତୁମ୍ଭକୁ ଏ ପ୍ରକାର କରିବ। ସେ ତକ୍ସ୍ଟମ୍ଭ ପକ୍ସ୍ଟତ୍ରମାନଙ୍କୁ ତା'ର ସବୋ କରିବା ପାଇଁ ଓ ସୈନ୍ଯବାହୀନିର ସବୋ କରିବା ପାଇଁ ବାଧ୍ଯ କରିବ। ସମାନେେ ୟକ୍ସ୍ଟଦ୍ଧ ରେ ସନୋବାହିନୀର ୟୋଦ୍ଧା ଓ ରଥା ରୋହୀ ହବେ। ତକ୍ସ୍ଟମ୍ଭ ପକ୍ସ୍ଟତ୍ରମାନେ ରାଜାଙ୍କର ରଥ ଆଗେ ଆଗେ ଦୌଡିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ କହିଲେ, ତୁମ୍ଭମାନଙ୍କ ଉପରେ ଯେ ରାଜତ୍ଵ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ଵାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ କହିଲେ, “ତୁମ୍ଭ ଉପରେ ଯିଏ ରାଜତ୍ୱ କରିବ, ସେ ତୁମ୍ଭକୁ ଏ ପ୍ରକାର କରିବ। ସେ ତୁମ୍ଭ ପୁତ୍ରମାନଙ୍କୁ ତା’ର ସେବା କରିବା ପାଇଁ ଓ ସୈନ୍ୟବାହିନୀର ସେବା କରିବା ପାଇଁ ବାଧ୍ୟ କରିବ। ସେମାନେ ଯୁଦ୍ଧରେ ସେନାବାହିନୀର ଯୋଦ୍ଧା ଓ ରଥାରୋହୀ ହେବେ। ତୁମ୍ଭ ପୁତ୍ରମାନେ ରାଜାଙ୍କର ରଥ ଆଗେ ଆଗେ ଦୌଡ଼ିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ କହିଲେ, “ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ କହିଲେ, ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।