1 Samuel 8:12 — Compare Translations
5 translations compared side by side
Odia - 1840
"ଜଣେ ରାଜା ସୈନିକ ହବୋପାଇଁ ତକ୍ସ୍ଟମ୍ଭ ପକ୍ସ୍ଟଅମାନଙ୍କୁ ଆଦେଶ ଦବେ। ସେ କେତକଙ୍କେକ୍ସ୍ଟ 1,000 ଲୋକମାନଙ୍କ ଉପରେ ଓ ଅନ୍ୟମାନଙ୍କୁ ପଗ୍ଭଶ ଜଣ ଲୋକ ମଧିଅରେ ଅଧିକାରୀ ରୂପେ ନିୟକ୍ସ୍ଟକ୍ତି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶତ୍ପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ ରାଜା ସୈନିକ ହେବା ପାଇଁ ତୁମ୍ଭ ପୁଅମାନଙ୍କୁ ଆଦେଶ ଦେବ। ସେ କେତେକଙ୍କୁ 1000 ଲୋକମାନଙ୍କ ଉପରେ ଓ ଅନ୍ୟମାନଙ୍କୁ ପଗ୍ଭଶ୍ ଜଣ ଲୋକ ମଧ୍ୟରେ ଅଧିକାରୀ ରୂପେ ନିଯୁକ୍ତ କରିବ। “ସେ ତୁମ୍ଭ ପୁଅମାନଙ୍କୁ ହଳ କରିବାକୁ, ଯୁଦ୍ଧାସ୍ତ୍ର ତିଆରି କରିବାକୁ ଏବଂ ଆପଣା ରଥ ସାଜସଜ୍ଜା ତିଆରି କରିବା ପାଇଁ ବାଧ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶତ୍ପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।