1 Samuel 8:13 — Compare Translations

5 translations compared side by side

Odia - 1840
"ଆଉ ସେ ତୁମ୍ଭମାନଙ୍କ ଝିଅମାନଙ୍କୁ ନଇେ ସକ୍ସ୍ଟବାସିତ ଅତର ତିଆରି କରିବାକୁ କହିବ। ସେ ମଧ୍ଯ ତୁମ୍ଭର ଝିଅମାନଙ୍କୁ ତାପାଇଁ ରୋଷଇେ କାର୍ୟ୍ଯ ରେ ଓ ସକେିବା କାର୍ୟ୍ଯ କରିବା ପାଇଁ ବାଧ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ସେ ତୁମ୍ଭମାନଙ୍କ ଝିଅମାନଙ୍କୁ ନେଇ ସୁବାସିତ ଅତର ତିଆରି କରିବାକୁ କହିବ। ସେ ମଧ୍ୟ ତୁମ୍ଭର ଝିଅମାନଙ୍କୁ ତା’ ପାଇଁ ରୋଷେଇ କାର୍ଯ୍ୟରେ ଓ ସେକିବା କାର୍ଯ୍ୟ କରିବା ପାଇଁ ବାଧ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ତୁମ୍ଭମାନଙ୍କ କନ୍ୟାଗଣକୁ ନେଇ ଗନ୍ଧଦ୍ରବ୍ୟ ପ୍ରସ୍ତୁତକାରିଣୀ ଓ ପାଚିକା ଓ ସୂପକାରିଣୀ କରିବ।