1 Samuel 8:14 — Compare Translations
5 translations compared side by side
Odia - 1840
" ସେ ତକ୍ସ୍ଟମ୍ଭଠାରକ୍ସ୍ଟ ନଇେଥିବା ଶସ୍ଯକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ଜିତକ୍ଷେତ୍ର ମଧ୍ଯରକ୍ସ୍ଟ ଉତ୍ତମ କ୍ଷେତ୍ରକକ୍ସ୍ଟ ନଇେ ତା'ର ଅଧିକାରୀମାନଙ୍କୁ ବାଣ୍ଟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ତୁମ୍ଭଠାରୁ ନେଇଥିବା ଶସ୍ୟକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ମଧ୍ୟରୁ ଉତ୍ତମ କ୍ଷେତ୍ରକୁ ନେଇ ତା’ର ଅଧିକାରୀମାନଙ୍କୁ ବାଣ୍ଟିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।