1 Samuel 8:15 — Compare Translations
5 translations compared side by side
Odia - 1840
"ସେ ତୁମ୍ଭମାନଙ୍କ ବିହନ ଓ ଦ୍ରାକ୍ଷାର ଏକ-ଦଶମାଂଶ ନଇେ ଆପଣାର ଅଧିକାରୀମାନଙ୍କୁ ଓ ଦାସମାନଙ୍କୁ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତୁମ୍ଭମାନଙ୍କ ବିହନ ଓ ଦ୍ରାକ୍ଷାର ଏକ-ଦଶମାଂଶ ନେଇ ଆପଣାର ଅଧିକାରୀମାନଙ୍କୁ ଓ ଦାସମାନଙ୍କୁ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।