1 Samuel 8:16 — Compare Translations
5 translations compared side by side
Odia - 1840
"ରାଜା ତୁମ୍ଭର ପୁରୁଷ ଓ ନାରୀ ଗ୍ଭକରମାନଙ୍କୁ ନଇେଯିବେ। ସେ ତୁମ୍ଭର ଉତ୍ତମ ଗୋରୁଗାଈ ଓ ଗଧମାନଙ୍କୁ ନଇେଯିବେ ଏବଂ ସମାନଙ୍କେୁ ନିଜ କାର୍ୟ୍ଯ ରେ ବିନି ଯୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ରାଜା ତୁମ୍ଭର ପୁରୁଷ ଓ ନାରୀ ଗ୍ଭକରମାନଙ୍କୁ ନେଇଯିବେ। ସେ ତୁମ୍ଭର ଉତ୍ତମ ଗୋରୁଗାଈ ଓ ଗଧମାନଙ୍କୁ ନେଇଯିବେ ଏବଂ ସେମାନଙ୍କୁ ନିଜ କାର୍ଯ୍ୟରେ ବିନିଯୋଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।