1 Samuel 8:17 — Compare Translations

5 translations compared side by side

Odia - 1840
"ସେ ତୁମ୍ଭମାନଙ୍କର ଗୋଠର ଏକ-ଦଶମାଂଶ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତୁମ୍ଭମାନଙ୍କର ଗୋଠର ଏକ-ଦଶମାଂଶ ନେଇଯିବେ। “ଏବଂ ତୁମ୍ଭେମାନେ ରାଜାଙ୍କର କ୍ରୀତଦାସ ହୋଇ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ତୁମ୍ଭମାନଙ୍କ ମେଷପଲର ଦଶମାଂଶ ନେବ ଓ ତୁମ୍ଭେମାନେ ତାହାର ଦାସ ହେବ।