1 Samuel 8:18 — Compare Translations
5 translations compared side by side
Odia - 1840
"ଦିନ ଆସିବ ଯେତବେେଳେ ତୁମ୍ଭେ ବାଛିଥିବା ରାଜାଙ୍କକ୍ସ୍ଟ ଶାସନ ପାଇଁ ଚିତ୍କାର କରିବ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ କିଛି ଉତ୍ତର ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦିନ ଆସିବ ଯେତେବେଳେ ତୁମ୍ଭେ ବାଛିଥିବା ରାଜାଙ୍କୁ ଶାସନ ପାଇଁ ଚିତ୍କାର କରିବ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ କିଛି ଉତ୍ତର ଦେବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସମୟରେ ତୁମ୍ଭେମାନେ ଆପଣା ମନୋନୀତ ରାଜା ସକାଶୁ କ୍ରନ୍ଦନ କରିବ; ମାତ୍ର ସେସମୟରେ ସଦାପ୍ରଭୁ ତୁମ୍ଭମାନଙ୍କୁ ଉତ୍ତର ଦେବେ ନାହିଁ।