1 Samuel 8:19 — Compare Translations

5 translations compared side by side

Odia - 1840
"କିନ୍ତୁ ଲୋକମାନେ ଶାମୁୟେଲଙ୍କ କଥାକକ୍ସ୍ଟ ଭୃକ୍ଷପେ କଲେ ନାହିଁ। ସମାନେେ କହିଲେ, ନା, ଆମକକ୍ସ୍ଟ ଶାସନ କରିବା ପାଇଁ ରାଜା ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଲୋକମାନେ ଶାମୁୟେଲଙ୍କ କଥାକୁ ଭୃକ୍ଷେପ କଲେ ନାହିଁ। ସେମାନେ କହିଲେ, “ନା, ଆମ୍ଭକୁ ଶାସନ କରିବା ପାଇଁ ରାଜା ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, “ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ତଥାପି ଲୋକମାନେ ଶାମୁୟେଲଙ୍କର ରବ ଶୁଣିବାକୁ ନାସ୍ତି କଲେ; ଆଉ ସେମାନେ କହିଲେ, ନା; ଆମ୍ଭମାନଙ୍କ ଉପରେ ଜଣେ ରାଜା ହେଉନ୍ତୁ;