1 Samuel 8:2 — Compare Translations
5 translations compared side by side
Odia - 1840
"ଶାମୁୟେଲଙ୍କ ବଡପକ୍ସ୍ଟଅ ଯାୟେଲ ଏବଂ ଦ୍ବିତୀୟ ପକ୍ସ୍ଟତ୍ର ଅଦଯ ବରେଶବୋର ଲୋକମାନଙ୍କର ନତେୃତ୍ବ ନେଲେ ଓ ବିଗ୍ଭର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ଵିତୀୟର ନାମ ଅବୀୟ; ଏମାନେ ବେରଶେବାରେ ବିଚାରକର୍ତ୍ତା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲଙ୍କ ବଡ଼ପୁଅ ଯୋୟେଲ ଏବଂ ଦ୍ୱିତୀୟ ପୁତ୍ର ଅଦୟ ବେର୍ଶେବାର ଲୋକମାନଙ୍କର ନେତୃତ୍ୱ ନେଲେ ଓ ବିଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ୱିତୀୟର ନାମ ଅବୀୟ; ଏମାନେ ବେର୍ଶେବାରେ ବିଚାରକର୍ତ୍ତା ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କର ଜ୍ୟେଷ୍ଠ ପୁତ୍ରର ନାମ ଯୋୟେଲ ଓ ଦ୍ୱିତୀୟର ନାମ ଅବୀୟ; ଏମାନେ ବେର୍ଶେବାରେ ବିଚାରକର୍ତ୍ତା ଥିଲେ।