1 Samuel 8:20 — Compare Translations
5 translations compared side by side
Odia - 1840
"ତା'ପରେ ଆମ୍ଭେ ଅନ୍ୟ ଦେଶସହ ସମକକ୍ଷ ହାଇେ ପାରିବକ୍ସ୍ଟ। ଆମ୍ଭର ରାଜା ଆମ୍ଭର ନତେୃତ୍ବ ନବେେ। ସେ ଆମ୍ଭମାନଙ୍କୁ ୟକ୍ସ୍ଟଦ୍ଧକକ୍ସ୍ଟ କଢଇେ ନବେେ ଏବଂ ଆମ୍ଭର ୟକ୍ସ୍ଟଦ୍ଧ ପରିଗ୍ଭଳନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମ୍ଭେ ଅନ୍ୟ ଦେଶସହ ସମକକ୍ଷ ହୋଇ ପାରିବୁ। ଆମ୍ଭର ରାଜା ଆମ୍ଭର ନେତୃତ୍ୱ ନେବେ। ସେ ଆମ୍ଭମାନଙ୍କୁ ଯୁଦ୍ଧକୁ କଡ଼େଇ ନେବେ ଏବଂ ଆମ୍ଭର ଯୁଦ୍ଧ ପରିଗ୍ଭଳନା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେମାନେ ମଧ୍ୟ ଅନ୍ୟ ସବୁ ଦେଶୀୟଙ୍କ ପରି ହେବା; ଆମ୍ଭମାନଙ୍କ ରାଜା ଆମ୍ଭମାନଙ୍କୁ ବିଚାର କରିବେ ଓ ଆମ୍ଭମାନଙ୍କ ଅଗ୍ରସର ହୋଇ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।