1 Samuel 8:21 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ଲୋକମାନଙ୍କ କଥା ଶୁଣିଲେ ଏବଂ ସଦାପ୍ରଭୁଙ୍କୁ ସେ ସବୁ କଥାକକ୍ସ୍ଟ ଶକ୍ସ୍ଟଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାମୁୟେଲ ଲୋକମାନଙ୍କର ସମସ୍ତ କଥା ଶୁଣି ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ତାହା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଲୋକମାନଙ୍କ କଥା ଶୁଣିଲେ ଏବଂ ସଦାପ୍ରଭୁଙ୍କୁ ସେ ସବୁ କଥାକୁ ଶୁଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାମୁୟେଲ ଲୋକମାନଙ୍କର ସମସ୍ତ କଥା ଶୁଣି ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ତାହା କହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାମୁୟେଲ ଲୋକମାନଙ୍କର ସମସ୍ତ କଥା ଶୁଣି ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ତାହା କହିଲେ।