1 Samuel 8:22 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସମାନେେ ଯାହା କହକ୍ସ୍ଟଛନ୍ତି ତୁମ୍ଭେ ଶକ୍ସ୍ଟଣ ଏବଂ ସମାନଙ୍କେୁ ଏକ ରାଜା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର । ଏଉତ୍ତାରେ ଶାମୁୟେଲ ଇସ୍ରାଏଲ-ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନେ ଯାହା କହୁଛନ୍ତି ତୁମ୍ଭେ ଶୁଣ ଏବଂ ସେମାନଙ୍କୁ ଏକ ରାଜା ଦିଅ।” ଶାମୁୟେଲ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜଣେ ରାଜା ପାଇବ। ତୁମ୍ଭେମାନେ ସମସ୍ତେ ଘରକୁ ଫେରିଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର।” ଏଉତ୍ତାରେ ଶାମୁୟେଲ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ସେମାନଙ୍କ ରବ ଶୁଣ ଓ ସେମାନଙ୍କ ପାଇଁ ଜଣେ ରାଜା ସ୍ଥିର କର। ଏଉତ୍ତାରେ ଶାମୁୟେଲ ଇସ୍ରାଏଲ-ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ନଗରକୁ ଯାଅ।