1 Samuel 8:3 — Compare Translations
5 translations compared side by side
Odia - 1840
"ଶାମୁୟେଲଙ୍କ ପକ୍ସ୍ଟଅମାନେ ତାଙ୍କପରି ଜୀବନୟାପନ କଲେ ନାହିଁ। ସମାନେେ ଉତ୍କୋଚ ନେଉଥିଲେ। ସମାନେେ ଉତ୍କୋଚ ନଇେ ଦରବାର ରେ ସମାନଙ୍କେ ନିଷ୍ପତ୍ତି ପରିବର୍ତ୍ତନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲଙ୍କ ପୁଅମାନେ ତାଙ୍କପରି ଜୀବନଯାପନ କଲେ ନାହିଁ। ସେମାନେ ଉତ୍କୋଚ ନେଉଥିଲେ। ସେମାନେ ଉତ୍କୋଚ ନେଇ ଦରବାରରେ ସେମାନଙ୍କ ନିଷ୍ପତ୍ତି ପରିବର୍ତ୍ତନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାଙ୍କର ପୁତ୍ରମାନେ ତାଙ୍କର ପଥରେ ନ ଚାଲି ଅନ୍ୟାୟ ଲାଭର ଅନୁଗାମୀ ହେଲେ ଓ ଲାଞ୍ଚ ନେଇ ବିଚାର ବିପରୀତ କଲେ।