1 Samuel 8:4 — Compare Translations

5 translations compared side by side

Odia - 1840
"ତେଣୁ ସମସ୍ତ ବଯସ୍କ ନତେୃବୃନ୍ଦ ଏକାଠି ହାଇେ ଶାମୁୟେଲଙ୍କୁ ସାକ୍ଷାତ କରିବାକୁ ରାମା ୟାତ୍ରା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସମସ୍ତ ବୟସ୍କ ନେତୃବୃନ୍ଦ ଏକାଠି ହୋଇ ଶାମୁୟେଲଙ୍କୁ ସାକ୍ଷାତ କରିବାକୁ ରାମା ଯାତ୍ରା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଏକତ୍ର ହୋଇ ରାମାରେ ଶାମୁୟେଲଙ୍କ ନିକଟକୁ ଆସିଲେ;