1 Samuel 8:5 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ପ୍ରାଚୀନଗଣ ଶାମୁୟେଲଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ହାଇୟୋଇଛ ଏବଂ ତୁମ୍ଭର ପକ୍ସ୍ଟଅମାନେ ତକ୍ସ୍ଟମ୍ଭପରି ଜୀବନୟାପନ କରୁନାହାନ୍ତି। ତେଣୁ ଆପଣ ଆମ୍ଭମାନଙ୍କୁ ଗୋଟିଏ ଶାସକ ଦିଅନ୍ତକ୍ସ୍ଟ। ଆମ୍ଭମାନଙ୍କୁ ଶାସନ କଲାଭଳି ଯାହା ଅନ୍ୟ ଜାତିମାନଙ୍କର ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାଙ୍କୁ କହିଲେ, ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା କର ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପ୍ରାଚୀନଗଣ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ହୋଇଯାଇଛ ଏବଂ ତୁମ୍ଭର ପୁଅମାନେ ତୁମ୍ଭପରି ଜୀବନଯାପନ କରୁ ନାହାନ୍ତି। ତେଣୁ ଆମ୍ଭମାନଙ୍କୁ ଗୋଟିଏ ଶାସକ ଦିଅ। ଆମ୍ଭମାନଙ୍କୁ ଶାସନ କଲାଭଳି ଯାହା ଅନ୍ୟ ଜାତିମାନଙ୍କର ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାଙ୍କୁ କହିଲେ, “ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାଙ୍କୁ କହିଲେ, ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।