1 Samuel 8:6 — Compare Translations

5 translations compared side by side

Odia - 1840
"ତେଣୁ ବଯସ୍କ ଭଦ୍ରବ୍ଯକ୍ତିମାନେ ନତେୃତ୍ବ ପାଇଁ ଜଣେ ରାଜା ଚାହିଁଲେ। ଶାମକ୍ସ୍ଟଯଲେ ଏହାକକ୍ସ୍ଟ ଏକ ଭକ୍ସ୍ଟଲ ଚିନ୍ତାଧାରା ବୋଲି ଭାବିଲେ। ସେଥିପାଇଁ ଶାମକ୍ସ୍ଟଯଲେ ପରମେଶଓରଙ୍କୁ ପ୍ରାର୍ଥନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା । ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବୟସ୍କ ଭଦ୍ରବ୍ୟକ୍ତିମାନେ ନେତୃତ୍ୱ ପାଇଁ ଜଣେ ରାଜା ଗ୍ଭହିଁଲେ। ଶାମୁୟେଲ ଏହାକୁ ଏକ ଭୁଲ୍ ଚିନ୍ତାଧାରା ବୋଲି ଭାବିଲେ। ସେଥିପାଇଁ ଶାମୁୟେଲ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।