1 Samuel 8:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଲୋକମାନଙ୍କ ମତ ଅନକ୍ସ୍ଟସା ରେ କାର୍ୟ୍ଯ କର। ସମାନେେ ତୁମ୍ଭକୁ ଅଗ୍ରାହ୍ଯ କରି ନାହିଁନ୍ତି। ସମାନେେ ମାେତେ ସମାନଙ୍କେର ରାଜା ରୂପେ ପ୍ରତ୍ଯାଖାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଲୋକମାନଙ୍କ ମତ ଅନୁସାରେ କାର୍ଯ୍ୟ କର। ସେମାନେ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି। ସେମାନେ ମୋତେ ସେମାନଙ୍କର ରାଜା ରୂପେ ପ୍ରତ୍ୟାଖାନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହି ସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।