1 Samuel 8:9 — Compare Translations

5 translations compared side by side

Odia - 1840
"ତେଣୁ ଲୋକମାନଙ୍କ କଥା ଶକ୍ସ୍ଟଣ ଏବଂ ସମାନଙ୍କେ କଥା ଅନକ୍ସ୍ଟସା ରେ କାର୍ୟ୍ଯ କର। କିନ୍ତୁ ସମାନଙ୍କେୁ ସତର୍କ କରାଇଦିଅ ଯେ, ସମାନଙ୍କେ ପାଇଁ ରାଜା କ'ଣ କରିବ ଏବଂ ରାଜା କିପରି ଶାସନ କରେ ସେ କଥା ଅବଗତ କରାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ଵ କରିବ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକମାନଙ୍କ କଥା ଶୁଣ ଏବଂ ସେମାନଙ୍କ କଥା ଅନୁସାରେ କାର୍ଯ୍ୟ କର। କିନ୍ତୁ ସେମାନଙ୍କୁ ସତର୍କ କରାଇଦିଅ ଯେ, ସେମାନଙ୍କ ପାଇଁ ରାଜା କ’ଣ କରିବ ଏବଂ ରାଜା କିପରି ଶାସନ କରେ ସେ କଥା ଅବଗତ କରାଇ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ୱ କରିବେ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ସେମାନଙ୍କ ରବରେ କର୍ଣ୍ଣପାତ କର; ତଥାପି ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ସ୍ପଷ୍ଟ ସାକ୍ଷ୍ୟ ଦିଅ ଓ ସେମାନଙ୍କ ଉପରେ ଯେ ରାଜତ୍ୱ କରିବେ, ସେହି ରାଜାର ବିଧି ସେମାନଙ୍କୁ ଜଣାଅ।