1 Samuel 9:1 — Compare Translations

5 translations compared side by side

Odia - 1840
"ସହେି ସମୟରେ ବିନ୍ଯାମୀନବଂଶୀଯ କୀଶ୍ ନାମକ ଜଣେ ମହତ୍ବପୂର୍ଣ୍ଣ ବ୍ଯକ୍ତି ଥିଲେ। ସେ ଅବୀଯଲର ପକ୍ସ୍ଟତ୍ର ଥିଲେ, ୟିଏକି ସରୋରର ପକ୍ସ୍ଟତ୍ର ଥିଲା, ୟିଏକି ବଖାରେତର ପକ୍ସ୍ଟତ୍ର ଥିଲା, ୟିଏକି ବିନ୍ଯାମୀନୀଯ ଅଫୀହର ପକ୍ସ୍ଟତ୍ର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ବିନ୍ୟାମୀନ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍ ନାମକ ଜଣେ ମହା-ବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ତାଙ୍କ ବାପାଙ୍କ ଗଧର ଯତ୍ନ ନେଲେ ସେହି ସମୟରେ ବିନ୍ୟାମୀନବଂଶୀୟ କୀଶ୍ ନାମକ ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଥିଲେ। ସେ ଅବୀୟଲର ପୁତ୍ର ଥିଲେ, ଯିଏ କି ସରୋରର ପୁତ୍ର ଥିଲା, ଯିଏ କି ବଖୋରତର ପୁତ୍ର ଥିଲା, ଯିଏ କି ବିନ୍ୟାମୀନୀୟ ଅଫୀହର ପୁତ୍ର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍‍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ବିନ୍ୟାମୀନ୍ ବଂଶୀୟ ଅଫୀହର ବୃଦ୍ଧ ପ୍ରପୌତ୍ର, ବଖୋରତର ପ୍ରପୌତ୍ର, ସରୋରର ପୌତ୍ର, ଅବୀୟେଲର ପୁତ୍ର କୀଶ୍‍ ନାମକ ଜଣେ ମହାବିକ୍ରମଶାଳୀ ବିନ୍ୟାମୀନୀୟ ଲୋକ ଥିଲା।