1 Samuel 9:10 — Compare Translations
4 translations compared side by side
Odia - 1840
"ଏହା ଏକ ଉତ୍ତମ ବକ୍ସ୍ଟଦ୍ଧି। ଗ୍ଭଲ ୟିବା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, ଭଲ କହିଲ; ଆସ, ଆମ୍ଭେମାନେ ଯାଉ । ତହିଁରେ ପରମେଶ୍ଵରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, “ଭଲ କହିଲ; ଆସ, ଆମ୍ଭେମାନେ ଯାଉ।” ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଶାଉଲ ଆପଣା ଯୁବାକୁ କହିଲେ, ଭଲ କହିଲ; ଆସ, ଆମ୍ଭେମାନେ ଯାଉ। ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ନଗରରେ ଥିଲେ, ସେଠାକୁ ସେମାନେ ଗଲେ।