1 Samuel 9:11 — Compare Translations
4 translations compared side by side
Odia - 1840
"ତା'ପରେ ସମାନେେ ପରମେଶ୍ବରଙ୍କ ଲୋକଙ୍କ ନଗରକକ୍ସ୍ଟ ୟାତ୍ରା ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, ଏଠାରେ ଦର୍ଶକ ଅଛନ୍ତି କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, “ଏଠାରେ ଦର୍ଶକ ଅଛନ୍ତି କି?”
Odia IRV 2017 (ଓଡିଆ ବାଇବେଲ)
ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କୁ ଦେଖି ପଚାରିଲେ, ଏଠାରେ ଦର୍ଶକ ଅଛନ୍ତି କି?