1 Samuel 9:12 — Compare Translations
5 translations compared side by side
Odia - 1840
"ୟକ୍ସ୍ଟବତୀମାନେ ଉତ୍ତର ଦେଲେ, ହିଁ, ସେ ଏଠା ରେ ଅଛନ୍ତି, ଏଇ ରାସ୍ତାର ଅଳ୍ପ ଆଗ ରେ ଅଛନ୍ତି। ସେ ଆଜି ସହରକକ୍ସ୍ଟ ଆସିଛନ୍ତି। ଲୋକମାନେ ଦଳ ଦଳ ହାଇେ ଆସି ତାଙ୍କୁ ପବିତ୍ରପୀଠ ରେ ଦର୍ଶନ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଉତ୍ତର ଦେଇ କହିଲେ, ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ନିଜ ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଯୁବତୀମାନେ ଉତ୍ତର ଦେଲେ, “ହଁ, ସେ ଏଠାରେ ଅଛନ୍ତି, ଏଇ ରାସ୍ତାର ଅଳ୍ପ ଆଗରେ ଅଛନ୍ତି। ସେ ଆଜି ସହରକୁ ଆସିଛନ୍ତି। ଲୋକମାନେ ଦଳ ଦଳ ହୋଇ ଆସି ତାଙ୍କୁ ପବିତ୍ରପୀଠରେ ଦର୍ଶନ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଉତ୍ତର ଦେଇ କହିଲେ, ଅଛନ୍ତି; ଦେଖ, ସେ ତୁମ୍ଭ ଆଗରେ ଅଛନ୍ତି; ଶୀଘ୍ର ଯାଅ, କାରଣ ସେ ଆଜି ନଗରକୁ ଆସିଅଛନ୍ତି; ଆଜି ଉଚ୍ଚସ୍ଥଳୀରେ ଲୋକମାନଙ୍କର ଏକ ବଳିଦାନ ଅଛି;