1 Samuel 9:13 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସହର ଭିତରକକ୍ସ୍ଟ ୟାଅ, ତାଙ୍କୁ ପାଇୟିବ। ଯଦି ତୁମ୍ଭେ ଚଞ୍ଚଳ ୟିବ, ତବେେ ତୁମ୍ଭେ ତାଙ୍କୁ ଉପାସନା ସ୍ଥାନ ରେ ଭୋଜନ ପୂର୍ବରକ୍ସ୍ଟ ସାକ୍ଷାତ କରିପାରିବ। ସଠାେରେ ସେ ନବୈେଦ୍ଯକକ୍ସ୍ଟ ଆଶୀର୍ବାଦ କରିବେ। ତା'ପରେ ଲୋକମାନେ ଭୋଜନ କରିବେ। ସେ ନ ଆସିବା ପର୍ୟ୍ଯନ୍ତ ଲୋକମାନେ ଖାଇବା ଆରମ୍ଭ କରନ୍ତି ନାହିଁ। ତେଣୁ ଯଦି ତୁମ୍ଭେ ଚଞ୍ଚଳ ହକ୍ସ୍ଟଅ ତାଙ୍କୁ ପାଇପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକି ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି । ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସହର ଭିତରକୁ ଯାଅ, ତାଙ୍କୁ ପାଇଯିବ। ଯଦି ତୁମ୍ଭେ ଚଞ୍ଚଳ ଯିବ, ତେବେ ତୁମ୍ଭେ ତାଙ୍କୁ ଉପାସନା ସ୍ଥାନରେ ଭୋଜନ ପୂର୍ବରୁ ସାକ୍ଷାତ କରି ପାରିବ। ସେଠାରେ ସେ ନୈବେଦ୍ୟ ଆଶୀର୍ବାଦ କରିବେ। ତା’ପରେ ଲୋକମାନେ ଭୋଜନ କରିବେ। ସେ ନ ଆସିବା ପର୍ଯ୍ୟନ୍ତ ଲୋକମାନେ ଖାଇବା ଆରମ୍ଭ କରନ୍ତି ନାହିଁ। ତେଣୁ ଯଦି ତୁମ୍ଭେ ଚଞ୍ଚଳ ହୁଅ ତାଙ୍କୁ ପାଇ ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକୁ ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।”
Odia IRV 2017 (ଓଡିଆ ବାଇବେଲ)
ସେ ଭୋଜନ କରିବା ପାଇଁ ଉଚ୍ଚସ୍ଥଳୀକି ଯିବା ପୂର୍ବେ ତୁମ୍ଭେମାନେ ନଗରରେ ପହଞ୍ଚିଲେ, ସେହିକ୍ଷଣି ତାଙ୍କୁ ଦେଖିବ; କାରଣ, ସେ ନ ଆସିବା ଯାଏ ଲୋକମାନେ ଭୋଜନ କରିବେ ନାହିଁ, ଯେହେତୁ ସେ ବଳିକି ଆଶୀର୍ବାଦ କଲା ଉତ୍ତାରେ ନିମନ୍ତ୍ରିତ ଲୋକମାନେ ଭୋଜନ କରନ୍ତି। ଏଣୁ ତୁମ୍ଭେମାନେ ଏହିକ୍ଷଣି ଉଠିଯାଅ, ଏତେବେଳେ ତୁମ୍ଭେମାନେ ତାଙ୍କୁ ପାଇବ।