1 Samuel 9:14 — Compare Translations

5 translations compared side by side

Odia - 1840
"ଶାଉଲ ଏବଂ ତାଙ୍କ ଗ୍ଭକର ଆଗକକ୍ସ୍ଟ ଚାଲିଲେ। ସମାନେେ ସହର ରେ ପହଞ୍ଚିବା ମାତ୍ ରେ ଦେଖିଲେ ଶାମକ୍ସ୍ଟଯଲେ ଠିକ୍ ସେ ସମୟରେ ସହରରକ୍ସ୍ଟ ଉପାସନା ସ୍ଥାନକକ୍ସ୍ଟ ଆସକ୍ସ୍ଟଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଏବଂ ତାଙ୍କ ଗ୍ଭକର ଆଗକୁ ଗ୍ଭଲିଲେ। ସେମାନେ ସହରରେ ପହଞ୍ଚିବା ମାତ୍ରେ ଦେଖିଲେ ଶାମୁୟେଲ ଠିକ୍ ସେ ସମୟରେ ସହରରୁ ଉପାସନା ସ୍ଥାନକୁ ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ନଗରକୁ ଉଠିଗଲେ; ନଗର ମଧ୍ୟରେ ଉପସ୍ଥିତ ହେବା ମାତ୍ରେ, ଦେଖ, ଉଚ୍ଚସ୍ଥଳୀକି ଯିବା ପାଇଁ ଶାମୁୟେଲ ବାହାରି ଆସି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।