1 Samuel 9:17 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ଶାଉଲକକ୍ସ୍ଟ ଦେଖିଲେ, ଏବଂ ସଦାପ୍ରଭୁ ତାଙ୍କୁ କହିଲେ, ଏହି ସହେିଲୋକ, ମୁ ଯାହା କଥା କହକ୍ସ୍ଟଥିଲି ସେ ମାରେ ଲୋକମାନଙ୍କୁ ଶାସନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଶାଉଲକୁ ଦେଖିଲେ, ଏବଂ ସଦାପ୍ରଭୁ ତାଙ୍କୁ କହିଲେ, “ଏହି ସେହି ଲୋକ, ମୁଁ ଯାହା କଥା କହୁଥିଲି ସେ ମୋର ଲୋକମାନଙ୍କୁ ଶାସନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, “ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକୁ ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାମୁୟେଲ ଶାଉଲଙ୍କୁ ଦେଖନ୍ତେ, ସଦାପ୍ରଭୁ ତାଙ୍କୁ କହିଲେ, ଯାହା ବିଷୟରେ ଆମ୍ଭେ ତୁମ୍ଭକୁ କହିଥିଲୁ, ସେହି ବ୍ୟକ୍ତିକି ଦେଖ! ସେ ଆମ୍ଭ ଲୋକମାନଙ୍କ ଉପରେ ଶାସନ କରିବ।