1 Samuel 9:18 — Compare Translations
5 translations compared side by side
Odia - 1840
"ଶାଉଲ ଫାଟକ ପାଖ ରେ ଠିଆ ହାଇେଥିବା ଜଣେ ଲୋକଙ୍କକ୍ସ୍ଟ ପରମେଶ୍ବରଙ୍କ ଲୋକଙ୍କକ୍ସ୍ଟ ଭଟେିବାର ଦିଗ ପଚାରିଲେ। ଏ ବ୍ଯକ୍ତି ଜଣକ କିନ୍ତୁ ଶାମକ୍ସ୍ଟଯଲେ ଥିଲେ, ଶାଉଲ କହିଲେ, କ୍ଷମା କରିବେ, ଆପଣ ପରମେଶ୍ବରଙ୍କ ଲୋକଙ୍କ ଘର ବତଇେ ଦବେେ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶାଉଲ ନଗରଦ୍ଵାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଫାଟକ ପାଖରେ ଠିଆ ହୋଇଥିବା ଜଣେ ଲୋକଙ୍କୁ ପରମେଶ୍ୱରଙ୍କ ଲୋକଙ୍କୁ ଭେଟିବାର ଦିଗ ପଗ୍ଭରିଲେ। ଏ ବ୍ୟକ୍ତି ଜଣକ କିନ୍ତୁ ଶାମୁୟେଲ ଥିଲେ, ଶାଉଲ କହିଲେ, “କ୍ଷମା କରିବେ, ଆପଣ ପରମେଶ୍ୱରଙ୍କ ଲୋକଙ୍କ ଘର ବତେଇ ଦେବେ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶାଉଲ ନଗର-ଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, “ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶାଉଲ ନଗରଦ୍ୱାର ଭିତରେ ଶାମୁୟେଲଙ୍କର ନିକଟବର୍ତ୍ତୀ ହୋଇ କହିଲେ, ବିନୟ କରୁଅଛି, ଦର୍ଶକର ଗୃହ କେଉଁଠାରେ, ମୋତେ କୁହ।