1 Samuel 9:19 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ କହିଲେ, ମୁ ପରମେଶ୍ବରଙ୍କ ଲୋକ। ମାେତେ ଅନକ୍ସ୍ଟସରଣ କର ମୁ ଉଚ୍ଚସ୍ଥାନକକ୍ସ୍ଟ ନଇୟିବେି। ତୁମ୍ଭେ ଏବଂ ତକ୍ସ୍ଟମ୍ଭ ଦାସ ମାେ ସହିତ ଆଜି ଭୋଜନ କରିବ। କାଲି ସକାଳେ ତୁମ୍ଭମାନେେ ଘରକକ୍ସ୍ଟ ଫରେିୟିବ। ଏବଂ ମୁ ତୁମ୍ଭର ସମସ୍ତ ପ୍ରଶ୍ନର ଉତ୍ତର ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକି ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହା ସବୁ ତୁମ୍ଭକୁ ଜଣାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ କହିଲେ, “ମୁଁ ପରମେଶ୍ୱରଙ୍କ ଲୋକ। ମୋତେ ଅନୁସରଣ କର ମୁଁ ଉଚ୍ଚସ୍ଥାନକୁ ନେଇଯିବି। ତୁମ୍ଭେ ଏବଂ ତୁମ୍ଭ ଦାସ ମୋ’ ସହିତ ଆଜି ଭୋଜନ କରିବ। କାଲି ସକାଳେ ତୁମ୍ଭେମାନେ ଘରକୁ ଫେରିଯିବ। ଏବଂ ମୁଁ ତୁମ୍ଭର ସମସ୍ତ ପ୍ରଶ୍ନର ଉତ୍ତର ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକି ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହାସବୁ ତୁମ୍ଭକୁ ଜଣାଇବି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାମୁୟେଲ ଶାଉଲଙ୍କୁ ଉତ୍ତର ଦେଇ କହିଲେ, ମୁଁ ସେହି ଦର୍ଶକ; ସେ ଉଚ୍ଚସ୍ଥଳୀକୁ ମୋହର ଆଗେ ଯାଅ, କାରଣ ତୁମ୍ଭେମାନେ ଆଜି ମୋହର ସଙ୍ଗେ ଭୋଜନ କରିବ; ଆଉ ସକାଳେ ମୁଁ ତୁମ୍ଭକୁ ବିଦାୟ କରିବି ଓ ତୁମ୍ଭ ମନରେ ଯେସବୁ କଥା ଅଛି, ତାହା ସବୁ ତୁମ୍ଭକୁ ଜଣାଇବି।