1 Samuel 9:2 — Compare Translations

5 translations compared side by side

Odia - 1840
"କୀଶ୍ଙ୍କର ପକ୍ସ୍ଟଅଙ୍କର ନାମ ଶାଉଲ। ଶାଉଲ ଜଣେ ସକ୍ସ୍ଟନ୍ଦର ପୁରୁଷ ଥିଲେ। ଶାଉଲ ସମସ୍ତ ଇଶ୍ରାୟେଲୀୟଙ୍କ ମଧିଅରେ ସକ୍ସ୍ଟନ୍ଦର ଥିଲେ ଏବଂ ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରକ୍ସ୍ଟ ଅଧିକ ଉଚ୍ଚ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ଵକୁ ଉଚ୍ଚ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କୀ‌ଶ୍‌ଙ୍କର ପୁଅଙ୍କର ନାମ ଶାଉଲ। ଶାଉଲ ଜଣେ ସୁନ୍ଦର ପୁରୁଷ ଥିଲେ। ଶାଉଲ ସମସ୍ତ ଇସ୍ରାଏଲୀୟଙ୍କ ମଧ୍ୟରେ ସୁନ୍ଦର ଥିଲେ ଏବଂ ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଅଧିକ ଉଚ୍ଚ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ଶାଉଲ ନାମରେ ଏକ ପୁତ୍ର ଥିଲେ, ସେ ସୁନ୍ଦର ଯୁବା ପୁରୁଷ; ଆଉ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ତାଙ୍କଠାରୁ ଅଧିକ ସୁନ୍ଦର ପୁରୁଷ ନ ଥିଲେ; ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଉର୍ଦ୍ଧ୍ୱକୁ ଉଚ୍ଚ ଥିଲେ।