1 Samuel 9:20 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ତିନିଦିନ ପୂର୍ବେ ହଜିଥିବା ଗଧମାନଙ୍କ ପାଇଁ ଦକ୍ସ୍ଟଃଖ କର ନାହିଁ। ସମାନଙ୍କେୁ ମିଳିୟାଇଛି। ବର୍ତ୍ତମାନ ଇଶ୍ରାୟେଲୀୟମାନେ ଜଣେ ବ୍ଯକ୍ତିର ସନ୍ଧାନ ରେ ଅଛନ୍ତି ଏବଂ ସେ ବ୍ଯକ୍ତିଜଣକ ତୁମ୍ଭେ ଅଟ। ସମାନେେ ତୁମ୍ଭକୁ ଏବଂ ତକ୍ସ୍ଟମ୍ଭ ପିତାଙ୍କ ପରିବାରବର୍ଗକକ୍ସ୍ଟ ଗ୍ଭହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି । ପୁଣି ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ତିନି ଦିନ ପୂର୍ବେ ହଜିଥିବା ଗଧମାନଙ୍କ ପାଇଁ ଦୁଃଖ କର ନାହିଁ। ସେମାନଙ୍କୁ ମିଳିଯାଇଛି। ବର୍ତ୍ତମାନ ଇସ୍ରାଏଲୀୟମାନେ ଜଣେ ବ୍ୟକ୍ତିର ସନ୍ଧାନରେ ଅଛନ୍ତି ଏବଂ ସେ ବ୍ୟକ୍ତିଜଣକ ତୁମ୍ଭେ ଅଟ। ସେମାନେ ତୁମ୍ଭକୁ ଏବଂ ତୁମ୍ଭ ପିତାଙ୍କ ପରିବାରବର୍ଗକୁ ଗ୍ଭହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?