1 Samuel 9:21 — Compare Translations

5 translations compared side by side

Odia - 1840
"ଶାଉଲ ଉତ୍ତର ଦେଲେ, ମୁ ବିନ୍ଯାମୀନ ବଂଶର ସଦସ୍ଯ ଅଟେ। ଏହା ଇଶ୍ରାୟେଲର ଏକ େଛାଟ ପରିବାରବର୍ଗ। ଆପଣ କହିଁକି କହକ୍ସ୍ଟଛନ୍ତି ଇଶ୍ରାୟେଲୀୟମାନେ ମାେତେ ଗ୍ଭହାଁନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ-ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କିହେତୁ କହୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଉତ୍ତର ଦେଲେ, “ମୁଁ ବିନ୍ୟାମୀନ ବଂଶର ସଦସ୍ୟ ଅଟେ। ଏହା ଇସ୍ରାଏଲର ଏକ ଛୋଟ ପରିବାରବର୍ଗ। ଆପଣ କାହିଁକି କହୁଛନ୍ତି ଇସ୍ରାଏଲୀୟମାନେ ମୋତେ ଗ୍ଭହାନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ଉତ୍ତର କରି କହିଲେ, “ମୁଁ କି ଇସ୍ରାଏଲ ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ ଉତ୍ତର କରି କହିଲେ, ମୁଁ କି ଇସ୍ରାଏଲ- ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ?