1 Samuel 9:22 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ଶାଉଲ ଏବଂ ତାଙ୍କ ଦାସକକ୍ସ୍ଟ ଭୋଜନ ସ୍ଥାନକକ୍ସ୍ଟ ନେଲେ। ସେ ଅତି ମହତ୍ବପୂର୍ଣ୍ଣ ସ୍ଥାନ ଟବେକ୍ସ୍ଟଲ୍ ପାଖ ରେ ଶାଉଲଙ୍କକ୍ସ୍ଟ ଏବଂ ତାଙ୍କର ଦାସ ତିରିଶ ଜଣ ନିମନ୍ତ୍ରିତ ଅତିଥି ମଧିଅରେ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଶାଉଲ ଏବଂ ତାଙ୍କ ଦାସକୁ ଭୋଜନ ସ୍ଥାନକୁ ନେଲେ। ସେ ଅତି ମହତ୍ତ୍ୱପୂର୍ଣ୍ଣ ସ୍ଥାନ ଟେବୁଲ୍ ପାଖରେ ଶାଉଲଙ୍କୁ ଏବଂ ତାଙ୍କର ଦାସ ତିରିଶ୍ ଜଣ ନିମନ୍ତ୍ରିତ ଅତିଥି ମଧ୍ୟରେ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାମୁୟେଲ ଶାଉଲଙ୍କୁ ଓ ତାଙ୍କର ଯୁବାକୁ ନେଇ ଭୋଜନଶାଳାକୁ ଗଲେ ଓ ଊଣାଧିକ ତିରିଶ ନିମନ୍ତ୍ରିତ ଲୋକଙ୍କ ମଧ୍ୟରେ ସେମାନଙ୍କୁ ସର୍ବୋତ୍ତମ ସ୍ଥାନରେ ବସାଇଲେ।