1 Samuel 9:23 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ ରୋଷଇେଆକକ୍ସ୍ଟ ନିର୍ଦ୍ଦେଶ ଦେଲେ, ମୁ ତୁମ୍ଭକୁ ରଖିବାକକ୍ସ୍ଟ କହି ଦଇେଥିବା ମାଂସ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ରୋଷେଇଆକୁ ନିର୍ଦ୍ଦେଶ ଦେଲେ, “ମୁଁ ତୁମ୍ଭକୁ ରଖିବାକୁ କହି ଦେଇଥିବା ମାଂସ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, “ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶାମୁୟେଲ ପାଚକକୁ କହିଲେ, ମୁଁ ତୁମ୍ଭକୁ ଯେଉଁ ଅଂଶ ଦେଇ ଆପଣା ନିକଟରେ ରଖିଥାଅ ବୋଲି କହିଥିଲି, ତାହା ଆଣ।