1 Samuel 9:24 — Compare Translations

5 translations compared side by side

Odia - 1840
"ରୋଷଇେଆ ଚଟକ୍ସ୍ଟଆ ମାଂସ ଆଣି ଶାଉଲଙ୍କ ସମ୍ମକ୍ସ୍ଟଖ ରେ ଟବେକ୍ସ୍ଟଲ ଉପରେ ରଖିଲା। ଶାମକ୍ସ୍ଟଯଲେ କହିଲେ, ତୁମ୍ଭେ ତକ୍ସ୍ଟମ୍ଭ ଟବେକ୍ସ୍ଟଲ ରେ ଥିବା ମାଂସ ଖାଅ। ଏହା ତୁମ୍ଭମାନଙ୍କ ପାଇଁ ସଂରକ୍ଷିତ ଥିଲା। ଏହି ବିଶଷେ ସମୟ ପାଇଁ ଯେତବେେଳେ ଏକତ୍ରୀତ ହବୋ ପାଇଁ ମୁ ଲୋକମାନଙ୍କୁ ଡାକିଲି। ତା'ପରେ ଶାଉଲ ଶାମୁୟେଲଙ୍କ ସହ ତାଙ୍କର ଖାଦ୍ୟ ଖାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା । ତହୁଁ ଶାମୁୟେଲ କହିଲେ, ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି । ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରୋଷେଇଆ ଚଟୁଆ ମାଂସ ଆଣି ଶାଉଲଙ୍କ ସମ୍ମୁଖରେ ଟେବୁଲ୍ ଉପରେ ରଖିଲା। ଶାମୁୟେଲ କହିଲେ, “ତୁମ୍ଭେ ତୁମ୍ଭ ଟେବୁ‌ଲ୍‌ରେ ଥିବା ମାଂସ ଖାଅ। ଏହା ତୁମ୍ଭମାନଙ୍କ ପାଇଁ ସଂରକ୍ଷିତ ଥିଲା। ଏହି ବିଶେଷ ସମୟ ପାଇଁ ଯେତେବେଳେ ଏକତ୍ରିତ ହେବା ପାଇଁ ମୁଁ ଲୋକମାନଙ୍କୁ ଡାକିଲି।” ତା’ପରେ ଶାଉଲ ଶାମୁୟେଲଙ୍କ ସହ ତାଙ୍କର ଖାଦ୍ୟ ଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, “ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି।” ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପାଚକ ଚଟୁଆ ଓ ତହିଁ ଉପରେ ଯାହା ଥିଲା, ତାହା ଆଣି ଶାଉଲଙ୍କ ଆଗରେ ଥୋଇଲା। ତହୁଁ ଶାମୁୟେଲ କହିଲେ, ଦେଖ! ଏହା ରଖାଯାଇଥିଲା, ଆପଣା ଆଗରେ ରଖି ଭୋଜନ କର; ଯେହେତୁ ନିରୂପିତ ସମୟ ଅପେକ୍ଷାରେ ଏହା ତୁମ୍ଭ ପାଇଁ ରଖାଯାଇଅଛି, କାରଣ ମୁଁ ଲୋକମାନଙ୍କୁ ନିମନ୍ତ୍ରଣ କରିଅଛି ବୋଲି କହିଥିଲି। ତହିଁରେ ସେହି ଦିନ ଶାଉଲ ଶାମୁୟେଲଙ୍କ ସଙ୍ଗେ ଭୋଜନ କଲେ।