1 Samuel 9:25 — Compare Translations
5 translations compared side by side
Odia - 1840
"ସମାନେେ ଖାଦ୍ୟ ଖାଇସାରିବା ପରେ ସେ ଉପାସନା ସ୍ଥଳରକ୍ସ୍ଟ ସହରକକ୍ସ୍ଟ ଫରେିଲେ। ଶାମକ୍ସ୍ଟଯଲେ ଛାତ ଉପରେ ଶାଉଲଙ୍କ ପାଇଁ ବିଛଣା ତିଆରି କଲେ ଏବଂ ଶାଉଲ ଶାଇେବା ପାଇଁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଖାଦ୍ୟ ଖାଇ ସାରିବା ପରେ ସେ ଉପାସନା ସ୍ଥଳରୁ ସହରକୁ ଫେରିଲେ। ଶାମୁୟେଲ ଛାତ ଉପରେ ଶାଉଲଙ୍କ ପାଇଁ ବିଛଣା ତିଆରି କଲେ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଉଚ୍ଚସ୍ଥଳୀରୁ ଓହ୍ଲାଇ ନଗରକୁ ଆସନ୍ତେ, ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କ ସଙ୍ଗେ ଆଳାପ କଲେ।