1 Samuel 9:26 — Compare Translations

5 translations compared side by side

Odia - 1840
"ତା'ପରଦିନ ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଶାମକ୍ସ୍ଟଯଲେ ଶାଉଲଙ୍କକ୍ସ୍ଟ ବିଛଣାରକ୍ସ୍ଟ ଉଠାଇଲେ ଏବଂ କହିଲେ, ଶୟ୍ଯା ତ୍ଯାଗ କର, ମୁ ତୁମ୍ଭକୁ ତକ୍ସ୍ଟମ୍ଭ ଗନ୍ତବ୍ଯ ସ୍ଥାନକକ୍ସ୍ଟ ପଠାଇବି। ଶାଉଲ ବିଛଣାରକ୍ସ୍ଟ ଉଠିଲେ ଶାମୁୟେଲଙ୍କ ସହ ବାହାରକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କୁ ଡାକି କହିଲେ, ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି । ତହିଁରେ ଶାଉଲ ଉଠିଲେ, ପୁଣି ସେ ଓ ଶାମୁୟେଲ ଦୁହେଁ ବାହାରେ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଶାଉଲ ଶୋଇବା ପାଇଁ ଗଲେ। ତା’ ପରଦିନ ପ୍ରତ୍ୟୁଷରୁ ଶାମୁୟେଲ ଶାଉଲଙ୍କୁ ବିଛଣାରୁ ଉଠାଇଲେ ଏବଂ କହିଲେ, “ଶଯ୍ୟା ତ୍ୟାଗ କର, ମୁଁ ତୁମ୍ଭକୁ ତୁମ୍ଭ ଗନ୍ତବ୍ୟ ସ୍ଥାନକୁ ପଠାଇବି।” ଶାଉଲ ବିଛଣାରୁ ଉଠିଲେ ଶାମୁୟେଲଙ୍କ ସହ ବାହାରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି, ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହ-ଛାତ ଉପରେ ଶାଉଲଙ୍କୁ ଡାକି କହିଲେ, “ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି।” ତହିଁରେ ଶାଉଲ ଉଠିଲେ, ପୁଣି, ସେ ଓ ଶାମୁୟେଲ ଦୁହେଁ ବାହାରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠିଲେ; ପୁଣି, ପ୍ରାୟ ଦିବସ-ପ୍ରକାଶ ସମୟରେ ଶାମୁୟେଲ ଗୃହଛାତ ଉପରେ ଶାଉଲଙ୍କୁ ଡାକି କହିଲେ, ଉଠ, ମୁଁ ତୁମ୍ଭଙ୍କୁ ବିଦାୟ କରିବି। ତହିଁରେ ଶାଉଲ ଉଠିଲେ, ପୁଣି, ସେ ଓ ଶାମୁୟେଲ ଦୁହେଁ ବାହାରକୁ ଗଲେ।