1 Samuel 9:27 — Compare Translations

5 translations compared side by side

Odia - 1840
"ଶାଉଲ, ଦାସ ଏବଂ ଶାମକ୍ସ୍ଟଯଲେ ସହର ପ୍ରାନ୍ତ ରେ ପହଞ୍ଚିବା ସମୟରେ ଶାମକ୍ସ୍ଟଯଲେ କହିଲେ, ଦାସକକ୍ସ୍ଟ ଆଗକକ୍ସ୍ଟ ୟିବାକକ୍ସ୍ଟ କକ୍ସ୍ଟହ। ମୁ ତୁମ୍ଭକୁ ପରମେଶ୍ବରଙ୍କ ବାର୍ତ୍ତା କହିବାକକ୍ସ୍ଟ ଗ୍ଭ ହେଁ। ତେଣୁ ଦାସ ଆଗ ରେ ଗ୍ଭଲିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ଵରଙ୍କ ବାକ୍ୟ ଶୁଣାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ, ଦାସ ଏବଂ ଶାମୁୟେଲ ସହର ପ୍ରାନ୍ତରେ ପହଞ୍ଚିବା ସମୟରେ ଶାମୁୟେଲ କହିଲେ, “ଦାସକୁ ଆଗକୁ ଯିବାକୁ କୁହ। ମୁଁ ତୁମ୍ଭକୁ ପରମେଶ୍ୱରଙ୍କ ବାର୍ତ୍ତା କହିବାକୁ ଗ୍ଭହେଁ।” ତେଣୁ ଦାସ ଆଗରେ ଗ୍ଭଲିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ନଗର-ପ୍ରାନ୍ତରେ ହେବା ବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ଏହି ଯୁବାକୁ ଆମ୍ଭମାନଙ୍କ ଆଗେ ଯିବାକୁ କୁହ; (ତହୁଁ ସେ ଆଗେ ଗଲା); ମାତ୍ର ତୁମ୍ଭେ ବର୍ତ୍ତମାନ ଠିଆ ହୁଅ, ଆମ୍ଭେ ତୁମ୍ଭକୁ ପରମେଶ୍ୱରଙ୍କ ବାକ୍ୟ ଶୁଣାଇବା।